ଛେଳି ଚରାଇବାକୁ ଯାଇ ନିଖୋଜ ଥିଲେ; ଆଜି ମିଳିଲା ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 14, 2019

ଛେଳି ଚରାଇବାକୁ ଯାଇ ନିଖୋଜ ଥିଲେ; ଆଜି ମିଳିଲା ମୃତଦେହ

କାମାକ୍ଷାନଗର (ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ଡମୋଳ ଗାଁ ନିକଟ ଜଙ୍ଗଲରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ବୁଧେଇ ବେହେରା। ସେ ଡମୋଳ ଗାଁରେ ବୋଲି ଜଣାପଡ଼ିଛି।

ଗତକାଲି ବୁଧେଇ ଛେଳି ଚରାଇବାକୁ ଜଙ୍ଗଲକୁ ଯାଇ ଆଉ ଫେରି ନଥିଲେ। ପରିବାର ଲୋକେ ତାଙ୍କୁ ବହୁତ ଖୋଜାଖୋଜି କରିଥିଲେ,  ହେଲେ ପାଇ ନଥିଲେ। ଆଜି ତାଙ୍କ ମୃତଦେହ ଜଙ୍ଗଲରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପରିବାର ଲୋକଙ୍କୁ ଖବର ଦେଇଥିଲେ।

ବୁଧେଇଙ୍କର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ଖବର ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି।



from Odisha Reporter https://ift.tt/2YMOXy6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages