ରାସ୍ତା ମଝିରେ ଫାଟିଲା ବସ୍‌ ଚକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 17, 2019

ରାସ୍ତା ମଝିରେ ଫାଟିଲା ବସ୍‌ ଚକ

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଚପରପଦା ନିକଟରେ ଏକ ବସ୍‌ର  ଆଗ ଚକ ଫାଟି ଯିବାରୁ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାଅନୁସାରେ, ଆଜି ଭୋରରେ ଏହି ଦୁର୍ଘଟଣା ଘଟିଛି। ଗ୍ରାଣ୍ଡ ନାମକ ଏକ ବସ୍‌ କୋଲକତାରୁ ପୁରୀ ଅଭିମୁଖେ ଯାଉଥିବା ବେଳେ ଚପରପଦା ନିକଟରେ ବସ୍‌ର ଆଗ ଚକ ଫାଟି ଯାଇଥିଲା। ଫଳରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ନାଳରେ ପଶି ଯାଇଥିଲା। ଏନେଇ ସ୍ଥାନୀୟ ଲୋକେ ପୁଲିସ୍‌କୁ ଖବର ଦେବା ସହିତ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ବସ୍‌ରେ ୪୦ ଜଣ ଯାତ୍ରୀ ଥିଲେ। ସୋର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2sGVA96

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages