ରାୟପୁର: ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ଏକ ଆଇଟିବିପି କ୍ୟାମ୍ପରେ ଯବାନଙ୍କ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ୬ ଜଣ ଯବାନଙ୍କ ମୃତ୍ୟୁ ଘଟିଛି। ୨ ଜଣ ଗୁରୁତର ଆହତ ହୋଇଛନ୍ତି। ନାରାୟଣପୁର ଏସ୍ପି ମୋହିତ ଗର୍ଗ ଏହି ସୂଚନା ଦେଇଛନ୍ତି। ଆହତ ମାନଙ୍କୁ ରାୟପୁର ଅଣାଯାଉଥିବା ସୂଚନା ରହିଛି।
Superintendent of Police Narayanpur, Mohit Garg: 6 dead and two injured in a clash amongst Indo-Tibetan Border Police (ITBP) personnel in Narayanpur, Chhattisgarh. pic.twitter.com/bodzeiNpmK
— ANI (@ANI) December 4, 2019
ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
from Odisha Reporter https://ift.tt/2Lkhh5z
No comments:
Post a Comment