ଆଜି ଦେଖିବାକୁ ମିଳିବ ଛାଇ, ଆଲୁଅର ଖେଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, December 25, 2019

ଆଜି ଦେଖିବାକୁ ମିଳିବ ଛାଇ, ଆଲୁଅର ଖେଳ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) ଆଜି ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ ସୂର୍ଯ୍ୟ ପରାଗ। ଏଥର ସବୁଠାରୁ ଅଧିକ ସମୟ ୩ଘଣ୍ଟା ୯ମିନିଟ୍ ଧରି ଚାଲିବ ଛାଇ ଆଲୁଅର ଖେଳ । ସକାଳ ୮ଟା ୨୦ ମିନିଟ୍ ୮ସେକେଣ୍ଡରେ ପରାଗ ସ୍ପର୍ଶ ହେବ ।

ସର୍ବମୋକ୍ଷ ସମୟ ରହିଛି ଦିନ ୧୧ଟା ୨୯ମିନିଟ୍ ୧୦ ସେକେଣ୍ଡ।  ଓଡ଼ିଶାରେ ଆଂଶିକ ସୂର୍ଯ୍ୟ ପରାଗ ଦେଖାଯିବ । କିନ୍ତୁ ଦକ୍ଷିଣ ଭାରତର କର୍ଣ୍ଣାଟକକେରଳ ଓ ତାମିଲନାଡ଼ୁର କିଛି ସ୍ଥାନରେ ବଳୟ ସୂର୍ଯ୍ୟପରାଗ ଦେଖାଯିବ। ଆଖି ଉପରେ କୁପ୍ରଭାବ ପଡ଼ିବା କାରଣରୁ ପରାଗ ବେଳେ ସିଧା ସୂର୍ଯ୍ୟଙ୍କୁ ନଦେଖିବାକୁ ବାରଣ କରାଯାଇଛି ।

ତେବେ କିପରି ପରୋକ୍ଷରେ ଏହାକୁ ସହଜରେ ଉପଭୋଗ କରିହେବ ସେଥିପାଇଁ ଭୁବନେଶ୍ୱର ପଠାଣୀ ସାମନ୍ତ ପ୍ଲାନେଟାରିୟମ୍ ଓ ସମ୍ବଲପୁର ବୁର୍ଲାସ୍ଥିତ ଅବ୍‌ଦୁଲ କଲାମ ପ୍ଲାନେଟାରିୟମ୍‌ରେ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି।

ଅନ୍ୟପଟେ ଏହି ମହାଜାଗତିକ ଦୃଶ୍ୟ ଦେଖିବାକୁ ଜନସାଧାରଣଙ୍କ ମଧ୍ୟରେ ବେଶ୍ ଉତ୍କଣ୍ଠା ରହିଛି।



from Odisha Reporter https://ift.tt/35WSnkT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages