ଶୌଚ ସାରି ଘରକୁ ଫେରୁଥିଲେ, ପିଟିଦେଲା ଅଜଣା ଗାଡ଼ି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 14, 2019

ଶୌଚ ସାରି ଘରକୁ ଫେରୁଥିଲେ, ପିଟିଦେଲା ଅଜଣା ଗାଡ଼ି

ନରସିଂହପୁର (ଦିଲୀପ ପଣ୍ଡା): କଟକ ଜିଲ୍ଲା ବଡ଼ମ୍ୱା ଥାନା ଅନ୍ତର୍ଗତ ରତାପାଟ ନିକଟ ହାଡୁଆ ନାଳରୁ ୨ ଜଣ ମହିଳା ଶୌଚ ସାରି ଘରକୁ ଫେରୁଥିବା ବେଳେ ଅଜଣା ଗାଡ଼ି ଧକ୍କାରେ ସେମାନଙ୍କର ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ରଙ୍ଗବତୀ ସାହୁ ଓ ତାରା ନାୟକ। ସେମାନଙ୍କ ଘର ରତାପାଟ ଗାଁର ଉପର ସାହିରେ।

ଆଜି ସକାଳ ପ୍ରାୟ ୫ଟା ୪୫ରେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ପରିବାର ଲୋକଙ୍କୁ  କ୍ଷତିପୂରଣ ପ୍ରଦାନ କରିବା ଦାବିରେ ଗାଁ ଲୋକେ  କଟକ- ନରସିଂହପୁର ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟାରେ ଗାଡ଼ି ଅଟକି ରହିଛି।  ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।



from Odisha Reporter https://ift.tt/38xI9Jc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages