ଜେସିବି ଜାଳିଦେଲେ ନକ୍ସଲ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 27, 2019

ଜେସିବି ଜାଳିଦେଲେ ନକ୍ସଲ୍‌

ମୁନିଗୁଡ଼ା (ନନ୍ଦକିଶୋର ପଟ୍ଟନାୟକ ): ରାୟଗଡାର ମୁନିଗୁଡ଼ାରେ ରାସ୍ତାକାମକୁ ବିରୋଧ କରି ମାଓବାଦୀମାନେ ଲଙ୍କାକାଣ୍ଡ ଘଟାଇଛନ୍ତି। ଜେସିବି ସମେତ ରାସ୍ତା କାମରେ ନିୟୋଜିତ ୩ଟି ଗାଡ଼ିକୁ ଜାଳିଦେଲେ ମାଓବାଦୀ ।

ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଶରଧାପୁରରୁ ଥୁଆପାଡ଼ିକୁ  ସଂଯୋଗ କରୁଥିବା ରାସ୍ତା କାମକୁ ବିରୋଧ କରି ମାଓବାଦୀମାନେ ଏଭଳି ଲଙ୍କାକାଣ୍ଡ ଘଟାଇଥିବା କୁହାଯାଉଛି । ଗତକାଲି ରାତିରେ ୧୫ଜଣ ମାଓବାଦୀ ଟିକରପଡ଼ା ଗାଁ ନିକଟରେ ପହଞ୍ଚିଥିଲେ।  ପରେ ସେଠାରେ ଥିବା ଜେସିବି ଓ ଅନ୍ୟ ଗାଡିକୁ ପୋଡି ଦେଇଥିଲେ। ଘଟଣାସ୍ଥଳରେ ୩ଟି ମାଓ ପୋଷ୍ଟର ଲାଗିଥିବାବେଳେ ରାସ୍ତା କାମ ବନ୍ଦ ପାଇଁ ମାଓବାଦୀମାନେ ଚେତାବନୀ ଦେଇଛନ୍ତି।



from Odisha Reporter https://ift.tt/354yS8B

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages