ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି ସ୍ୱାମୀଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 30, 2019

ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି ସ୍ୱାମୀଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି ସ୍ୱାମୀଙ୍କ  ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ନୂଆପଡ଼ା ଜିଲ୍ଲା ଖରିଆର ରୋଡ୍ ସ୍ଥିତ ବାସଭବନରେ ତାଙ୍କ ପରଲୋକ ହୋଇଥିବା ନେଇ ପୁଅ ସୁରେଶ ଆଚାରୀ ସୂଚନା ଦେଇଛନ୍ତି।

ସ୍ୱର୍ଗତ ଏ.ଭି ସ୍ୱାମୀ ୪ ଏପ୍ରିଲ ୨୦୧୨ରୁ ୩ ଏପ୍ରିଲ ୨୦୧୮ ଯାଏ ରାଜ୍ୟସଭା ସଦସ୍ୟ ଥିଲେ। ସ୍ୱର୍ଗତ ସ୍ୱାମୀ ୧୯୨୯ ମସିହା ଜୁଲାଇ ୧୮ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କର ୨ ପୁଅ ଓ ୩ ଝିଅ ଥିଲେ।



from Odisha Reporter https://ift.tt/2rFTNRG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages