ଟ୍ରକ୍‌ ପଛରେ ପିଟିହେଲା କାର୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 31, 2019

ଟ୍ରକ୍‌ ପଛରେ ପିଟିହେଲା କାର୍‌

ନିଆଳି (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ନଖରା ରାସ୍ତାର ମଝିଖଣ୍ଡ ଛକଠାରେ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍ ପଛରେ ଏକ କାର୍ ପିଟି ହେବାରୁ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।  ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2sBXXuq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages