ଗୁପ୍ତେଶ୍ୱର ପୀଠରେ ଗୁମ୍ଫା ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 9, 2019

ଗୁପ୍ତେଶ୍ୱର ପୀଠରେ ଗୁମ୍ଫା ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଜୟପୁର (ଟି.ଗୌରୀ ଶଙ୍କର): କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱରରେ ଗୁମ୍ଫା ମଧ୍ୟରେ ଥିବା ମହାପ୍ରଭୁଙ୍କ ଲିଙ୍ଗ ସମ୍ମୁଖରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଗୁମ୍ଫା ଭିତରେ ଥିବା କ୍ଲାମ୍ପରୁ ତାଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ଜଣାପଡ଼ି ନାହିଁ। ସେ ଆତ୍ମହତ୍ୟା କରିଥିବା କୁହାଯାଉଛି।

ବୈପାରୀଗୁଡ଼ା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଏବଂ ଘଟଣାର ଖୋଳତାଡ଼ କରୁଛି।



from Odisha Reporter https://ift.tt/38o2Eb8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages