ବସ୍‌ ଧକ୍କାରେ ଦୁଇ ସ୍କୁଟି ଆରୋହୀ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 29, 2019

ବସ୍‌ ଧକ୍କାରେ ଦୁଇ ସ୍କୁଟି ଆରୋହୀ ମୃତ

ପାଲଲହଡ଼ା (ରବିନାରାୟଣ ପ୍ରଧାନ): ଅନୁଗୋଳ ଜିଲ୍ଲା ପାଲଲହଡ଼ା ବ୍ଲକ୍‌ ଭୀମକୁଣ୍ଡ ଛକ ନିକଟରେ ବସ୍‌ ଧକ୍କାରେ ଦୁଇ ଜଣ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ଆଜି ସକାଳେ ବିଜୟା ନାମକ ଏକ ବସ୍‌ ତାଳଚେରରୁ ପାଲହଡ଼ା ଆସୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ସ୍କୁଟିକୁ ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ପୁଲିସ୍‌ ମୃତଦେହକୁ ଉଦ୍ଧାର କରି ପାଲଲହଡ଼ା ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2QuABP7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages