କାକଟପୁର ମା’ ମଙ୍ଗଳାଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 31, 2019

କାକଟପୁର ମା’ ମଙ୍ଗଳାଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

କୋଣାର୍କ (ଓଡ଼ିଶା ରିପୋର୍ଟର): ନୂଆ ବର୍ଷରେ ହଜାର ହଜାର ପର୍ଯ୍ୟଟକ ଚନ୍ଦ୍ରଭାଗାରେ ସୂର୍ଯ୍ୟୋଦୟ ଦେଖିବା ସହିତ କାକଟପୁରରେ ମା’ ମଙ୍ଗଳାଙ୍କ ଦର୍ଶନ କରିଛନ୍ତି। ଅର୍କକ୍ଷେତ୍ରରେ ଆଜି ନୂଆବର୍ଷର ପହିଲି ସୂର୍ଯ୍ୟୋଦୟ ଦର୍ଶନ ପାଇଁ ହଜାର ହଜାର ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ତା’ ସହିତ ସୂର୍ଯ୍ୟମନ୍ଦିରକୁ ମଧ୍ୟ ସକାଳୁ ସକାଳୁ ହଜାର ହଜାର ପର୍ଯ୍ୟଟକ ଆସିଛନ୍ତି।

କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ପୀଠରେ ନୂଆବର୍ଷରେ ମା’ଙ୍କ ଆଶିଷ ଲାଭ ପାଇଁ ଭୋର ୪ଟାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି।



from Odisha Reporter https://ift.tt/2Qf0Ie1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages