୧୦୭ ଏକର ଜାଗାରେ ଲାଗିଥିଲା ଗଞ୍ଜେଇ ଗଛ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, December 4, 2019

୧୦୭ ଏକର ଜାଗାରେ ଲାଗିଥିଲା ଗଞ୍ଜେଇ ଗଛ

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଥାଟିପାଲି ମୌଜା ଗାଁ ନିକଟସ୍ଥ ଗ୍ରାମ୍ୟ ଜଙ୍ଗଲ, ଗୋଚର ଓ ପତିତ ଜମିରେ ହୋଇଥିବା ଗଞ୍ଜେଇ ଚାଷକୁ ନଷ୍ଟ କରି ଦିଆଯାଇଛି। ପ୍ରାୟ ୧୦୭ ଏକର ଜମିରେ ଲାଗିଥିବା ୨ ଲକ୍ଷ ୧୫ ହଜାର ଗଞ୍ଜେଇ ଗଛକୁ କାଟି ପୋଡ଼ି ଦିଆଯାଇଛି। ଏହାର ଆନୁମାନିକ ମୂଲ୍ୟ ୧୧ କୋଟି ଟଙ୍କା ହେବ ବୋଲି ସୂଚନା ମିଳିଛି।

ବୌଦ୍ଧ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ମନମୁଣ୍ଡା ପୁଲିସ୍‌ ସହିତ ଅବକାରୀ, ରାଜସ୍ୱ ଓ ଜଙ୍ଗଲ ବିଭାଗର ଅଧିକାରୀମାନେ ମିଳିତ ଭାବେ ଏହି ଚଢ଼ାଉ କରି ଗଞ୍ଜେଇ ଗଛ ନଷ୍ଟ କରିଥିଲେ।



from Odisha Reporter https://ift.tt/2PjTKTk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages