ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି; ଚାରି ଘଣ୍ଟା ସାଧାରଣ ଦର୍ଶନ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 3, 2019

ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି; ଚାରି ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବାପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ।

ଏହା ଏକ ଗୁପ୍ତ ସେବା ହୋଇଥିବାରୁ ଅପରାହ୍ନ ଚାରିଟାରୁ ରାତି ଆଠଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।



from Odisha Reporter https://ift.tt/2RgVBuN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages