ଆର୍ଯ୍ୟ ପ୍ୟାଲେସ୍‌ରେ ଅଗ୍ନିକାଣ୍ଡ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 24, 2020

ଆର୍ଯ୍ୟ ପ୍ୟାଲେସ୍‌ରେ ଅଗ୍ନିକାଣ୍ଡ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରସ୍ଥିତ ହୋଟେଲ୍ ଆର୍ଯ୍ୟ ପ୍ୟାଲେସ୍‌ରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ହୋଟେଲ୍‌ର କିଚେନ୍‌ରୁ ନିଆଁ ଲାଗିଥିବା ସୂଚନା ମିଳିଛି।  ଖବର ପାଇ ଅଗ୍ନିଶମ ବାହିନୀ ହୋଟେଲ୍‌ରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଏଥିରେ କୌଣସି ବ୍ୟକ୍ତି ଆହତ ହୋଇ ନଥିବା ସୂଚନା ମିଳିଛି।



from Odisha Reporter https://ift.tt/2RMjkBU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages