ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ଅନ୍ତର୍ଗତ ବମ୍ପା ଗାଁରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ସେହି ଗାଁର ଭାସ୍କର ବେହେରା ।
ଆଜି ଭୋରରୁ ସେ ଘରୁ ବାହାରି କାମକୁ ଯାଉଥିବା ସମୟରେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ଆକ୍ରମଣରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚିଛନ୍ତି।
from Odisha Reporter https://ift.tt/2R166Sv
No comments:
Post a Comment