ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ; ସୌରଭ ସୌମ୍ୟକାନ୍ତ ଦାଶ ଓଡ଼ିଶା ଟପ୍ପର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 17, 2020

ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ; ସୌରଭ ସୌମ୍ୟକାନ୍ତ ଦାଶ ଓଡ଼ିଶା ଟପ୍ପର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜେଇଇ ମେନ୍ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥର ଓଡ଼ିଶାରେ ଟପ୍ପର ହୋଇଛନ୍ତି  ସୌରଭ ସୌମ୍ୟକାନ୍ତ ଦାଶ । ସେ ୯୯.୯୯% ମାର୍କ ରଖିଛନ୍ତି ।

ସେହିଭଳି ରାଜ୍ୟରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ସ୍ଥିତିପ୍ରଜ୍ଞା ସାହୁ । ୯୯.୯୮ ପ୍ରତିଶତ ରହି ସ୍ଥିତିପ୍ରଜ୍ଞା ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ।

ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି(NTA) ପକ୍ଷରୁ ଏହି ପରୀକ୍ଷା ଫଳ ଘୋଷଣା ହୋଇଛି। ସର୍ବ ଭାରତୀୟ ସ୍ତରରେ ଏଥର ୯ ଜଣ ଛାତ୍ର ୧୦୦ ପ୍ରତିଶତ ନମ୍ବର ରଖିଛନ୍ତି।

ଦୁଇଟି ପର୍ଯ୍ୟାୟରେ ୨୩୩ ସହର ଏବଂ ବିଦେଶରେ ୫୭୦ ପରୀକ୍ଷା କେନ୍ଦ୍ରରେ ଏକ ସଙ୍ଗେ ଜେଇଇ ମେନ୍ ପରୀକ୍ଷା ହୋଇଥିଲା ।



from Odisha Reporter https://ift.tt/370N30d

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages