୨୪ ଜାନୁଆରୀ, ଶୁକ୍ରବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 23, 2020

୨୪ ଜାନୁଆରୀ, ଶୁକ୍ରବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ: ମାଲି ମକଦ୍ଦମାରେ ବିଜୟୀ ହେବେ। ଯାନବାହନ କିଣିପାରନ୍ତି। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି।

କର୍କଟ:  କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ସିଂହ: ବିବାହ ସ୍ଥିର ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଅଳସୁଆ ଅନୁଭବ କରିପାରନ୍ତି।

କନ୍ୟା: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ମାନ-ସମ୍ମାନ ମିଳିବ।

ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ବିଚ୍ଛା: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ଯୋଜନା କରିପାରନ୍ତି। ଘରକୁ ଅତିଥି ଆସି ପାରନ୍ତି।

ଧନୁ: ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ମକର:ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

କୁମ୍ଭ: ଘରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ।

ମୀନ: ବ୍ୟସ୍ତତା ଭିତରେ ଦିନଟି କଟିବ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।



from Odisha Reporter https://ift.tt/2RQRLrc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages