ସାଢ଼େ ୧୦ଟା ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 29, 2020

ସାଢ଼େ ୧୦ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

୮ଟି ଜିଲ୍ଲାବାସୀଙ୍କୁ ଦିନ ୧୦ଟା ୩୦ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ନୟାଗଡ଼।



from Odisha Reporter https://ift.tt/2RARx8q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages