ଗୁଳିମାଡ଼ରେ ଯୁବକ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 3, 2020

ଗୁଳିମାଡ଼ରେ ଯୁବକ ଗୁରୁତର

ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା ବାଲିକୁଦାର ଅଲାଭର ଗାଁରେ ଦୁଇ ଅପରାଧୀ ଗୋଷ୍ଠୀ ମଧ୍ୟରେ ଗତକାଲି ରାତିରେ ଫାୟାରିଂ ହୋଇଥିବା ଜଣାଯାଇଛି । ପୂର୍ବ ଶତ୍ରୁତାରୁ ହୋଇଥିବା ଏହି ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ତାଙ୍କ  ନାଁ ଦେବରାଜ ବିଶ୍ୱାଳ । ଦେବରାଜଙ୍କ ଜଙ୍ଘରେ ଗୁଳି ବାଜିଛି ।

ତାଙ୍କୁ ପ୍ରଥମେ ଜଗତସିଂହପୁର ମେଡିକାଲ ନିଆଯାଇଥିଲା । ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ବାଲିକୁଦା ଥାନା ପୁଲିସ୍‌ ଘଟଣାର ତଦନ୍ତ ଚଳାଇଛି। ଏହି ଘଟଣାରେ ପୁଲିସ୍‌ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଗତସିଂହପୁର ସଦର ଏସଡିପିଓ କହିଛନ୍ତି।



from Odisha Reporter https://ift.tt/2FvgoE5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages