୮ ଜାନୁଆରୀ,ବୁଧବାର: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 7, 2020

୮ ଜାନୁଆରୀ,ବୁଧବାର: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ

ମେଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।
ବୃଷ: ଦିନଟି ଭଲରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିର କଟିବ।

ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।

କର୍କଟ: ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ। ଶରୀର ସୁସ୍ଥ ରହିବ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ : ଅଧିକ ପରିଶ୍ରମ କରିବେ। ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି।

ତୁଳା:ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଆତ୍ମବିଶ୍ୱାସ ବଢ଼ିବ।

ବିଚ୍ଛା: ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ। ଆଣ୍ଠୁରେ ଯନ୍ତ୍ରଣା ଅନୁଭବ କରିବେ।

ଧନୁ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମକର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ।କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଛାତ୍ରୀଛାତ୍ରମାନେ ପରୀକ୍ଷାରେ ସଫଳତା ପାଇବେ।

କୁମ୍ଭ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ନୂତନ ବସ୍ତ୍ର କିଣିପାରନ୍ତି। ବିବାହ ସ୍ଥର ହୋଇପାରେ।

ମୀନ: ଅଧିକ ପରିଶ୍ରମ କରିପାରନ୍ତି। ମାନ-ସମ୍ମାନ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ।



from Odisha Reporter https://ift.tt/2FuenrB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages