୨ ଦୁର୍ଘଟଣାରେ ଚାଲିଗଲା ୨ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 29, 2020

୨ ଦୁର୍ଘଟଣାରେ ଚାଲିଗଲା ୨ ଜୀବନ

କଟକ(ଓଡ଼ିଶା ରିପୋର୍ଟର): କଟକ ନରସିଂହପୁର ଅଞ୍ଚଳରେ ପୃଥକ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ବଡପଡିଆ ନିକଟରେ ସେକ୍ ଇସମାଇଲ୍ ନାମକ ଯୁବକ ଚାଲି ଚାଲି ଯାଉଥିବା ବେଳେ ତାଙ୍କୁ ଏକ ବାଇକ୍‌ ପଛରୁ ପିଟି ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା । ସେକ୍‌ଙ୍କୁ  ପଛରୁ ପିଟିଥିବା ବାଇକ୍‌ରେ ବସିଥିବା ୨ ଜଣ ବ୍ୟକ୍ତି ମଧ୍ୟ ଆହତ ହୋଇଛନ୍ତି ।

ପଞ୍ଚମୁହିଁଠାରେ ଅନ୍ୟ ଏକ ବାଇକ୍ ଦୁର୍ଘଟଣାରେ ଚକ୍ରଗଡ଼ର ସମୀର ନାୟକ ନାମକ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି।  ଦୁଇ ଦୁର୍ଘଟଣାରେ ମୃତାହତ ହୋଇଥିବା ବ୍ୟକ୍ତିଙ୍କ ଶବ ଜବତ କରି ପୁଲିସ୍‌ ତଦନ୍ତ ଜାରି ରଖିଛି।



from Odisha Reporter https://ift.tt/2u4WddI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages