ଆଜି ଶାମ୍ବ ଦଶମୀ; ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କୁ ଭିଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 4, 2020

ଆଜି ଶାମ୍ବ ଦଶମୀ; ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କୁ ଭିଡ଼

କୋଣାର୍କ (ସଞ୍ଜୟ ପତି): ଆଜି ପବିତ୍ର ଶାମ୍ବ ଦଶମୀ। ଘରେ ଘରେ ସୂର୍ଯ୍ୟ ପୂଜା ହେଉଛି। ଏଥିସହ ସୂର୍ଯ୍ୟ ପୂଜା ପାଇଁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଭିଡ଼ ଲାଗିଛି। ଏହି ଅବସରରେ ସ୍ଥାନୀୟ ଅନନ୍ତ ଅବଧୂତ ମଠ ଠାରୁ ଚନ୍ଦ୍ରଭଗା ପର୍ଯ୍ୟନ୍ତ ସୂର୍ଯ୍ୟ ରଥ ଯାତ୍ରା ଆୟୋଜନ କରାଯାଇଛି। ଏହି ରଥକୁ ୨୭ ଦିନ ପର୍ଯ୍ୟନ୍ତ ଚନ୍ଦ୍ରଭାଗାରେ ରଖାଯାଇ ପୂଜାର୍ଚ୍ଚନା କରାଯିବ।

ଆଉ ମାଘ ସପ୍ତମୀରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ। ଏଥିସହ କୋଣାର୍କ ସୁରକ୍ଷା ସମିତି ପକ୍ଷରୁ ସୌର ମହାଯଜ୍ଞର ମଧ୍ୟ ଆୟୋଜନ କରାଯାଇଛି। ତେବେ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଆଜି ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି।



from Odisha Reporter https://ift.tt/2FnB1lg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages