ନିରପେକ୍ଷ ତଦନ୍ତ ଦାବିରେ କଂଗ୍ରେସ ପକ୍ଷରୁ ରାସ୍ତାରୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 12, 2020

ନିରପେକ୍ଷ ତଦନ୍ତ ଦାବିରେ କଂଗ୍ରେସ ପକ୍ଷରୁ ରାସ୍ତାରୋକ

ଗୁଣପୁର(ଇନ୍ଦ୍ରଜିତ୍‌ କୁମାର ପଣ୍ଡା): ପୂର୍ବତନ ରାୟଗଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁର ନିରପେକ୍ଷ ତଦନ୍ତ ଦାବିରେ ଜିଲ୍ଲା କଂଗ୍ରେସ ପକ୍ଷରୁ ରାସ୍ତାରୋକ କରାଯାଇଛି। କଂଗ୍ରେସ କର୍ମୀମାନେ ଆଜି ସକାଳୁ ସକାଳୁ ରାମନାଗୁଡ଼ା ବ୍ଲକ ବାଙ୍ଗି ଛକରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି।

ଡିସେମ୍ୱର ୨୪ ତାରିଖ ରାତିରେ ପୁରୁଷୋତ୍ତମ ଗମାଙ୍ଗ ଘରକୁ ଫେରିବା ବେଳେ ତାଣ୍ଡିକଣା ଛକ ନିକଟରେ ତାଙ୍କ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ତେବେ ପୁରୁଷୋତ୍ତମଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣି କଂଗ୍ରେସ ପକ୍ଷରୁ ଏହି ରାସ୍ତାରୋକ କରାଯାଇଛି।



from Odisha Reporter https://ift.tt/2ThwZ6c

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages