ରାସ୍ତା କଡ଼ରୁ ନବଜାତ ଶିଶୁକନ୍ୟା ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 9, 2020

ରାସ୍ତା କଡ଼ରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ଯାଜପୁର(ଗୁଲାମ ଗସ୍‌): ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ୍‌ ତିଳପଦା ଗାଁ ନିକଟରୁ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଶିଶୁ କନ୍ୟାଟି ସୁସ୍ଥ ଥିବା ଜଣାପଡ଼ିଛି। ଶିଶୁଟି ୩ରୁ ୪ ଦିନ ପୂର୍ବେ ଜନ୍ମ ନେଇଥିବା ଅନୁମାନ କରାଯାଉଛି।

ଆଜି ସକାଳେ ଦର୍ପଣ-କଳକଳା ପୂର୍ତ୍ତ ବିଭାଗ ରାସ୍ତାର ତିଳପଦା ଗାଁ ନିକଟ ରାସ୍ତା କଡ଼ରେ ଶିଶୁଟି କାନ୍ଦୁଥିବା ସ୍ଥାନୀୟ ଲୋକେ ଶୁଣିବାକୁ ପାଇଥିଲେ।  ପରେ ଗାଁ ଲୋକେ ଖୋଜାଖୋଜି କରିବା ବେଳେ ଶିଶୁକନ୍ୟାକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ। ଏବେ ଶିଶୁଟିକୁ ଗାଁର ଜଣଙ୍କ ଘରେ ରଖାଯାଇଛି। ଏଥିସହ ଲୋକେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟକୁ ସୂଚନା ଦେଇଛନ୍ତି।



from Odisha Reporter https://ift.tt/2scmFkX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages