ଦ୍ୱିତୀୟ ଟି-୨୦: ନ୍ୟୁଜିଲ୍ୟାଣ୍ଡର ଦ୍ରୁତ ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 25, 2020

ଦ୍ୱିତୀୟ ଟି-୨୦: ନ୍ୟୁଜିଲ୍ୟାଣ୍ଡର ଦ୍ରୁତ ଆରମ୍ଭ

ଅକଲ୍ୟାଣ୍ଡ୍‌: ଭାରତ ଓ ନ୍ୟୁଜିଲ୍ୟାଣ୍ଡ୍ ମଧ୍ୟରେ ପାଞ୍ଚମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍ ଏଠାରେ ଖେଳାଯାଉଛି। ଏହି ମ୍ୟାଚରେ ଟସ୍ ଜିତି ନ୍ୟୁଜିଲ୍ୟାଣ୍ଡ୍ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ନ୍ୟୁଜିଲ୍ୟାଣ୍ଡର ଦୁଇ ଓପ୍ନର ମାର୍ଟିନ୍ ଗପ୍ଟିଲ୍ ଓ କଲିନ୍ ମୁନରୋ ନିଜ ଦଳକୁ ଜବରଦସ୍ତ ଆରମ୍ଭ ଦେଇଛନ୍ତି।

ନ୍ୟୁଜିଲ୍ୟାଣ୍ଡ୍ ୫ ଓଭରରେ ବିନା ୱିକେଟ୍ ହରାଇ ୩୯ ରନ୍ କରିଛି। ଗପ୍ଟିଲ୍ ୨୫ ଓ ମୁନରୋ ୧୩ ରନରେ ବ୍ୟାଟିଂ କରୁଛନ୍ତି। ସୂଚନାଯୋଗ୍ୟ, ଏହି ମ୍ୟାଚରେ ଭାରତ ତା’ର ଚୂଡ଼ାନ୍ତ ଏକାଦଶରେ କୌଣସି ପରିବର୍ତ୍ତନ କରିନାହିଁ। ସେହିପରି ନ୍ୟୁଜିଲ୍ୟାଣ୍ଡ୍ ମଧ୍ୟ ସମାନ ଏକାଦଶ ସହ ମଇଦାନକୁ ଓହ୍ଲାଇଛି।



from Odisha Reporter https://ift.tt/2uzwvxQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages