ଓଟିଭିକୁ ମିଳିବ ଅନ୍ତଃରାଷ୍ଟ୍ରୀୟ ଯୋଗଦିବସ ମିଡିଆ ସମ୍ମାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 3, 2020

ଓଟିଭିକୁ ମିଳିବ ଅନ୍ତଃରାଷ୍ଟ୍ରୀୟ ଯୋଗଦିବସ ମିଡିଆ ସମ୍ମାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଟିଭିକୁ ମିଳିବ ଅନ୍ତଃରାଷ୍ଟ୍ରୀୟ ଯୋଗ ଦିବସ ମିଡିଆ ସମ୍ମାନ।  ୨୦୧୯ ବର୍ଷ ପାଇଁ ଇଲେକ୍ଟ୍ରୋନିକ ମିଡିଆ ଓଡ଼ିଆ ଟିଭି ବର୍ଗରେ ଓଟିଭିକୁ ଏହି ସମ୍ମାନ ମିଳିବ। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ ଆସନ୍ତା ୭ ତାରିଖରେ ଏହି ସମ୍ମାନ ପ୍ରଦାନ କରାଯିବ। ଦିଲ୍ଲୀରେ ନ୍ୟାସନାଲ ମିଡିଆ ସେଣ୍ଟରରେ ଏକ ସ୍ୱତନ୍ତ୍ର ଉତ୍ସବରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡ଼େକର ଏହି ସମ୍ମାନ ପ୍ରଦାନ କରିବେ।

ଗତ ଜୁନ ୨୧ରେ ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ଭୁବନେଶ୍ୱରରେ ଓଟିଭି ପକ୍ଷରୁ ଯୋଗ ଦିବସ ପାଳିତ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ବିସ୍ତୃତ ଭାବେ ପ୍ରସାରିତ କରାଯାଇଥିଲା। ଏଥିରେ ଯୋଗଗୁରୁ  ଓଟିଭି ଷ୍ଟୁଡିଓରେ  ବିଭିନ୍ନ ବର୍ଗର ବ୍ୟକ୍ତିଙ୍କୁ ଯୋଗାସନ ଶିଖାଇବା ସହ ଏହାର ଉପାଦେୟତା ସମ୍ପର୍କରେ ବର୍ଣ୍ଣନା କରିଥିଲେ। ସେହିଭଳି ବିଭିନ୍ନ ସ୍ଥାନରେ ଯୋଗ ଦିବସ ପାଳନ କରିବାର ସିଧା ପ୍ରସାରଣ ମଧ୍ୟ କରାଯାଇଥିଲା।



from Odisha Reporter https://ift.tt/35h1MlR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages