କୁଲର ଗୋଦାମରେ ଲାଗିଲା ନିଆଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 14, 2020

କୁଲର ଗୋଦାମରେ ଲାଗିଲା ନିଆଁ

ସମ୍ୱଲପୁର (ଓଡ଼ିଶା ରିପୋର୍ଟର): ସମ୍ୱଲପୁର ସୁନାପାଲି ଅଞ୍ଚଳରେ ଥିବା ଏକ କୁଲର ଗୋଦାମରେ ଗତକାଲି ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡ ରାତି ପ୍ରାୟ ୧୧ଟା ବେଳେ ହୋଇଥିବା ବେଳେ ଗୋଦାମରେ ନିଆଁ ଲାଗି ବହୁ କୁଲର ଓ କୁଲର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି। 

ବିଦ୍ୟୁତ୍‌ ସଟ୍‌ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଥିବାବେଳେ ଘଟଣାସ୍ଥଳରେ ସମ୍ୱଲପୁର ଅଗ୍ନିଶମ ବାହିନୀର ଦୁଇଟି ଟିମ୍‌ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କୁଲର ଗୋଦାମରେ ନିଆଁ ଲାଗିବାରୁ ପ୍ରବଳ ଧୂଆଁ ବାହାରିଥିଲା। ତେଣୁ ଅଗ୍ନିଶମ କର୍ମଚାରୀଙ୍କୁ ପ୍ରଥମେ ଭିତରକୁ ଯିବା କଷ୍ଟକର ହୋଇପଡ଼ିଥିଲା। ପରେ ଭିତରକୁ ଯାଇ ସେମାନେ ନିଆଁକୁ ଆୟତ୍ତ କରିଥିଲେ।



from Odisha Reporter https://ift.tt/2No4Qqk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages