୨୯ ଜାନୁଆରୀ,ବୁଧବାର: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 28, 2020

୨୯ ଜାନୁଆରୀ,ବୁଧବାର: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ

ମେଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବୃଷ:  ବନ୍ଧୁଙ୍କ ସହ ଦର୍ଶନୀୟ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ଶୁଭ ସମାଚାର ଶୁଣି ପାରନ୍ତି।

ମିଥୁନ: ଖର୍ଚ୍ଚ ବଢ଼ିବ। ମାଲି ମକଦ୍ଦମାରେ ବିଜୟୀ ହେବେ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ଘରେ ହସଖୁସିର ପରିବେଶ ରହିବ।

ସିଂହ: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କନ୍ୟା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୁର୍ଘଟଣା ଘଟିପାରେ,ସତର୍କ ରୁହନ୍ତୁ।

ତୁଳା: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ମଧ୍ୟାହ୍ନ ପରେ ଶରୀର ଫୂର୍ତ୍ତି ରହିବ।

ବିଚ୍ଛା:  ମାନ-ସମ୍ମାନ ମିଳିବ। ଚାକିରି କ୍ଷେତ୍ରରେ ପ୍ରଂଶସିତ ହେବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ମକର: ସାହିତ୍ୟ-କଳା କ୍ଷେତ୍ରରେ ରୁଚି ବଢ଼ିବ। ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କୁମ୍ଭ: ଆତ୍ମବିଶ୍ୱାସ ବଢ଼ିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ଦ୍ୱନ୍ଦ୍ୱ ଭିତରେ ରହିବେ। ଅଳସୁଆ ଅନୁଭବ କରିବେ। ଯାତ୍ରା କରନ୍ତୁ ନାହିଁ।



from Odisha Reporter https://ift.tt/2RWxLU3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages