ଆଜିଠାରୁ ୪ଦିନ ବନ୍ଦ ରହିବ ରାଷ୍ଟ୍ରାୟତ୍ତ ବ୍ୟାଙ୍କ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 29, 2020

ଆଜିଠାରୁ ୪ଦିନ ବନ୍ଦ ରହିବ ରାଷ୍ଟ୍ରାୟତ୍ତ ବ୍ୟାଙ୍କ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜିଠାରୁ ୪ଦିନ ବନ୍ଦ ରହିବ ରାଷ୍ଟ୍ରାୟତ୍ତ ବ୍ୟାଙ୍କ । ଆଜି ସରସ୍ୱତୀ ପୂଜା ପାଇଁ ବ୍ୟାଙ୍କ ଛୁଟି ଥିବା ବେଳେ ଆସନ୍ତାକାଲିଠୁ ଆରମ୍ଭ ହେଉଛି ବ୍ୟାଙ୍କ ଧର୍ମଘଟ । ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ ୨ ଦିନିଆ ବନ୍ଦ ଡାକରା ଦେଇଛି ।

ଏଥିରେ ଗ୍ରାମ୍ୟ ବ୍ୟାଙ୍କ ସମେତ ୨୭ଟି ବ୍ୟାଙ୍କ ସାମିଲ ହୋଇଛନ୍ତି । ଫଳରେ ଜାନୁଆରୀ ୩୧ ତାରିଖରେ ଓ ଫେବୃଆରୀ ୧ ତାରିଖରେ ବ୍ୟାଙ୍କ କାର୍ଯ୍ୟ ବନ୍ଦ ରହିବ। ତା ପରଦିନ ରବିବାର ଥିବାରୁ ୨ ତାରିଖରେ ମଧ୍ୟ ବ୍ୟାଙ୍କ ଛୁଟି ରହିବ। ଫଳରେ ଚଳିତ ସପ୍ତାହରେ ଲଗାତର ଭାବେ ୪ ଦିନ ଧରି ଗ୍ରାହକମାନେ ବ୍ୟାଙ୍କ ସେବାରୁ ବଞ୍ଚିତ ହେବେ।



from Odisha Reporter https://ift.tt/3aRjT61

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages