ଆଜି ଶ୍ରୀପଞ୍ଚମୀ; ବିଦ୍ୟାଦାତ୍ରୀଙ୍କ ଆରାଧନା ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 29, 2020

ଆଜି ଶ୍ରୀପଞ୍ଚମୀ; ବିଦ୍ୟାଦାତ୍ରୀଙ୍କ ଆରାଧନା ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀପଞ୍ଚମୀ। ବିଦ୍ୟାଦାତ୍ରୀ ମା’ ସରସ୍ୱତୀଙ୍କ ପୂଜା। ବାଗ୍‌ଦେବୀଙ୍କ ପୂଜାର୍ଚ୍ଚନା ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ।  ବିଶେଷ କରି ସ୍କୁଲ କଲେଜରେ ଛାତ୍ରଛାତ୍ରୀମାନେ ଦେବୀ ସରସ୍ୱତୀଙ୍କୁ ଆବାହନ କରି ପୂଜା କରିବା ସହିତ ଆଶିଷ ମାଗିଛନ୍ତି। ସେହିପରି ଶ୍ରୀପଞ୍ଚମୀରେ ଶିଶୁମାନଙ୍କର ଖଡ଼ି ଛୁଆଁ ଯାଇଥାଏ।

ଅନ୍ୟପକ୍ଷରେ ବସନ୍ତ ପଞ୍ଚମୀ ଅବସରରେ ଶ୍ରୀକ୍ଷେତ୍ରରେ ରଥକାଠ ଅନୁକୂଳ ନୀତି ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ, ତିନି ରଥ ପାଇଁ ତିନୋଟି କାଠ ରଥଖଳାରେ ପୂଜା ହେବାର ପରମ୍ପରା ରହିଛି।



from Odisha Reporter https://ift.tt/2Gw5Kxg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages