ଟଏଲେଟ୍‌ରେ ପ୍ରଦୀପ ସେଠୀଙ୍କ ଆତ୍ମହତ୍ୟା ଉଦ୍ୟମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 21, 2020

ଟଏଲେଟ୍‌ରେ ପ୍ରଦୀପ ସେଠୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଚିଟଫଣ୍ଡ ମାମଲାରେ ଗିରଫ ହୋଇ ଝାରପଡା ଜେଲ୍‌ରେ ରହିଥିବା ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡର ମୁଖ୍ୟ ପ୍ରଦୀପ ସେଠୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଜେଲ୍‌ରେ ଥିବା ଟଏଲେଟ ଯାଇଥିବା ବେଳେ ବେକରେ ଇନଭର୍ଟର ତାର ଗୁଡ଼ାଇ ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ  ।

ଜେଲ୍‌ କର୍ତ୍ତୃପକ୍ଷଙ୍କ ଅଭିଯୋଗ ଅନୁଯାୟୀ, ଜେଲ୍‌ ପିଅନ୍ ସହ କୌଣସି କାରଣକୁ ନେଇ ପ୍ରଦୀପଙ୍କ ଝଗଡା ହୋଇଥିଲା । ପରେ ସେ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ତାଙ୍କୁ କବାଟ ଭାଙ୍ଗି ଉଦ୍ଧାର କରିଥିଲେ ଜେଲ କର୍ତ୍ତୃପକ୍ଷ । ପ୍ରଦୀପଙ୍କୁ ଚିକିତ୍ସା ନିମନ୍ତେ କଟକ ଏସସିବି ସ୍ଥାନାନ୍ତର କରାଯାଇଛି।  ପ୍ରଦୀପଙ୍କୁ SCB ମାନସିକ ରୋଗ ବିଭାଗକୁ ପଠାଯାଇଥିବା ସୂଚନା ମିଳିଛି । ଏହି ଘଟଣାକୁ ମିଶାଇ ପ୍ରଦୀପ ୩ ଥର ଆତ୍ମହତ୍ୟା ଉଦ୍ୟମ କଲେଣି ।



from Odisha Reporter https://ift.tt/2NLnGYv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages