ଆଜି ପୌଷ ପୂର୍ଣ୍ଣିମା, ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜୀଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 9, 2020

ଆଜି ପୌଷ ପୂର୍ଣ୍ଣିମା, ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜୀଉ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ପୌଷ ପୂର୍ଣ୍ଣିମା । ପୌଷ୍ୟ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ଆଜି ମହାପ୍ରଭ୍ରୁଙ୍କର ଅନନ୍ୟ ପୂଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ । ଏହି ଅବସରରେ ଶ୍ରୀଜୀଉ ରତ୍ନସିଂହାସନ ଉପରେ ବିଭିନ୍ନ ପ୍ରକାର ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ରାଜାଧିରାଜ ବା ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ।

ଶାସ୍ତ୍ର ଅନୁସାରେ, ମର୍ଯ୍ୟାଦା ପୁରୁଷୋତ୍ତମ ଭଗବାନ ଶ୍ରୀରାମଚନ୍ଦ୍ର ରାଜ ସିଂହାସନରେ ଅଭିଷିକ୍ତ ହୋଇଥିଲେ । ପ୍ରଭୁ ଶ୍ରୀଜଗନ୍ନାଥ ସମସ୍ତଙ୍କ ଅବତାର ହୋଇଥିବାରୁ ଶ୍ରୀମନ୍ଦିରରେ ରଘୁନାଥଙ୍କ ରୂପରେ ଶ୍ରୀଜଗନ୍ନାଥଙ୍କ ଅଭିଷେକ ନୀତି କରାଯାଇଥାଏ । ମହାପ୍ରଭୁଙ୍କର ବିମ୍ବ ସ୍ନାନ, ସର୍ବାଙ୍ଗ ପରେ ବେଶ କରାଯାଇଥାଏ । ପ୍ରତିବର୍ଷ ମହାପ୍ରଭୁଙ୍କର ପାଞ୍ଚଥର ସୁନାବେଶ ଅନୁଷ୍ଠିତ ହୋଇଥାଏ । କିନ୍ତୁ ପୌଷ ପୂର୍ଣ୍ଣିମା ଅବସରରେ ମହାପ୍ରଭୁ ସୁବର୍ଣ୍ଣ ବେଶରେ ଆୟୁଧ ଭାବେ ଫୁଲର ଧନୁସର ପରିଧାନ କରିଥାନ୍ତି ।



from Odisha Reporter https://ift.tt/2R5mjET

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages