କଂଗ୍ରେସ ପକ୍ଷରୁ ଆଜି ମାଲକାନଗିରି ଜିଲ୍ଲା ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 9, 2020

କଂଗ୍ରେସ ପକ୍ଷରୁ ଆଜି ମାଲକାନଗିରି ଜିଲ୍ଲା ବନ୍ଦ

ମାଲକାନଗିରି (ଜିତେନ୍ଦ୍ର ବେଉରା): ଆଜି କଂଗ୍ରେସ ପକ୍ଷରୁ ମାଲକାନଗିରି ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। କିଛି ଦିନ ପୂର୍ବେ ମାଲକାନଗିରି ଜିଲ୍ଲାପାଳଙ୍କ ପି.ଏଙ୍କ ମୃତ୍ୟୁ ପାଇଁ ଜିଲ୍ଲାପାଳଙ୍କୁ ଦାୟୀ କରି  କଂଗ୍ରେସ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।

ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ବନ୍ଦ ପାଳନର ନେତୃତ୍ୱ ନେଉଛନ୍ତି । ବନ୍ଦ ପାଳନକୁ ଜିଲ୍ଲା ଆଦିବାସୀ ସଂଘ ସମର୍ଥନ କରୁଛି । ସକାଳୁ ସକାଳୁ ବନ୍ଦର ପ୍ରଭାବ ଜିଲ୍ଲାରେ ପଡିଛି । ଗାଡି ମୋଟର ଚଳାଚଳ ବନ୍ଦ ରହିଛି।



from Odisha Reporter https://ift.tt/2T8Nbqh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages