ଏଣିକି ବସ୍‌ରେ ମହିଳାଙ୍କ ସିଟ୍‌ରେ ବସିଲେ ଦେବାକୁ ପଡ଼ିବ ଜରିମାନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 28, 2020

ଏଣିକି ବସ୍‌ରେ ମହିଳାଙ୍କ ସିଟ୍‌ରେ ବସିଲେ ଦେବାକୁ ପଡ଼ିବ ଜରିମାନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଏଣିକି ବସ୍‌ରେ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ସିଟ୍‌ରେ ପୁରୁଷ ବସିଲେ ଦେବାକୁ ପଡିବ ଜରିମାନା । ଏହାସହ କଟକଣା ଅବମାନନା କଲେ ମଧ୍ୟ ଦେବାକୁ ପଡିବ ଫାଇନ୍।

ମଙ୍ଗଳବାର ୫ଟି ବସ୍ ମାଲିକ ସଂଘକୁ ନେଇ କମିଶନରେଟ୍ ପୁଲିସ୍‌ ତରଫରୁ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ପୁଲିସ୍‌ ଭବନରେ ଅନୁଷ୍ଠିତ ଏହି ବୈଠକରେ ମହିଳାଙ୍କ ସୁରକ୍ଷା ପାଇଁ ବସ୍‌ରେ ଏକ ଏମରଜେନ୍ସି ଫୋନ୍ ନମ୍ବର ରହିବ ବୋଲି ନିଷ୍ପତ୍ତି ହୋଇଛି  । ଏହାସହ ଏସ୍‌ପିଓ ହ୍ୱାଟ୍ସ ଆପ୍ ଗ୍ରୁପ୍‌ରେ ଜଣେ ମହିଳା କର୍ମଚାରୀଙ୍କୁ ଆଡ୍ କରାଯିବ  ।



from Odisha Reporter https://ift.tt/2tQ0QbM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages