ହାତୀ ହାବୁଡ଼ରେ ପଡ଼ିଗଲେ ବିଷ୍ଣୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 30, 2020

ହାତୀ ହାବୁଡ଼ରେ ପଡ଼ିଗଲେ ବିଷ୍ଣୁ

ନୂଆପଡା (ମାୟାଧର ସରାଫ): ନୂଆପଡା ଜିଲ୍ଲା ଦରଗାଁ ନିକଟରେ ଏକ ଦନ୍ତା ହାତୀ ଆକ୍ରମଣରେ ଗତକାଲି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଟାଙ୍ଗରିପଡା ଗାଁର ବିଷ୍ଣୁ ଦଳ । ହାତୀ ଆକ୍ରମଣରେ ୨ଜଣ ଗୁରୁତର ମଧ୍ୟ ହୋଇଥିବା ସୂଚନା ମିଳିଛି । ଗୁରୁତରଙ୍କୁ ବୋଡେନ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଟାଙ୍ଗରିପଡା ଗାଁର କିଛି ଲୋକ ନିକଟସ୍ଥ ଦରଗାଁକୁ ଏକ ବାହାଘର ଭୋଜିରେ ଯୋଗଦେବାକୁ ଯାଉଥିବା ବେଳେ  ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀଟି ଦଳି ଦେବାରୁ ଘଟଣାସ୍ଥଳରେ ବିଷ୍ଣୁଙ୍କ ମୃତ୍ୟୁ ହୋଇଥିଲା। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।



from Odisha Reporter https://ift.tt/38SsmUF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages