୧୭ ଜାନୁଆରୀ, ଶୁକ୍ରବାର: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 16, 2020

୧୭ ଜାନୁଆରୀ, ଶୁକ୍ରବାର: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ

ମେଷ:  ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବିଦେଶରୁ ଶୁଭ ଖବର ଶୁଣିପାରନ୍ତି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ବୃଷ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ । ଦିନଟି ଏତେ ଭଲରେ କଟିବ ନାହିଁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ମିଥୁନ:  ମାନ-ସମ୍ମାନ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

କର୍କଟ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ହସଖୁସିରେ ସମୟ ବିତାଇବେ। ଖର୍ଚ୍ଚ ବଢ଼ିବ।

ସିଂହ:  ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।

କନ୍ୟା: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପରିବାରର କୌଣସି ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ତୁଳା: ଭାଗ୍ୟ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଭାଇ-ଭଉଣୀଙ୍କ ମଧ୍ୟରେ ସମ୍ପର୍କ ଭଲ ରହିବ।

ବିଚ୍ଛା: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଶରୀର ଅସୁସ୍ଥ ରହିବ।

ଧନୁ:  ଧନପ୍ରାପ୍ତି ଯୋଗ ରହିଛି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ।

ମକର: ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ଅଳସୁଆ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କୁମ୍ଭ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆୟ ବଢ଼ିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଶୁଭ ଖବର ଶୁଣିବେ।



from Odisha Reporter https://ift.tt/2Rn8It2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages