ବ୍ରାଉନସୁଗର ଜବତ; ଜଣେ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 8, 2020

ବ୍ରାଉନସୁଗର ଜବତ; ଜଣେ ଗିରଫ

ଜଳେଶ୍ୱର(ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ଜଳେଶ୍ୱରସ୍ଥିତ ଶେଖବାଡ ଅଞ୍ଚଳରେ ପୁଲିସ୍‌ ଚଢ଼ଉ କରି ୫୦ ଗ୍ରାମ୍‌ ବ୍ରାଉନ ସୁଗର ଜବତ କରିଛି। ଏଥିସହ ଏହି ଘଟଣାରେ ପୁଲିସ୍ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତର ଘର ଶେଖବାଡ଼ ଅଞ୍ଚଳରେ। 

ଆଜି ଭୋର ପ୍ରାୟ ସାଢ଼େ ଚାରିଟା ବେଳେ ପୁଲିସ୍‌ ଏହି ଚଢ଼ଉ କରିଥିଲା। ଜବତ ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କା ହେବ।



from Odisha Reporter https://ift.tt/2uwAgUZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages