ବନ୍ଦ ଘରୁ ମିଳିଲା ୨ ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 12, 2020

ବନ୍ଦ ଘରୁ ମିଳିଲା ୨ ମୃତଦେହ

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ପାଟଣା ଥାନା ନୂଆବନ୍ଧ ଗାଁରେ ଏକ ବନ୍ଦ ଘର ଭିତରୁ ଉଦ୍ଧାର ହୋଇଛି ୨ଟି ମୃତଦେହ। ମୃତକଦ୍ୱୟଙ୍କ ମଧ୍ୟରେ ଜଣେ ପୁରୁଷ ଓ ମହିଳା ଅଛନ୍ତି। ତେବେ ସେମାନଙ୍କ ସମ୍ପର୍କ କ’ଣ ଓ କ’ଣ ପାଇଁ ମୃତ୍ୟୁ ହେଲା ତାହା ଜଣାପଡ଼ିନି।  ପଡ଼ୋଶୀଙ୍କଠାରୁ ଖବର ପାଇ ପୁଲିସ୍‌ ପହଞ୍ଚି ଘଟଣାର ଛାନଭିନ୍ ଆରମ୍ଭ କରିଛି ।

ହେଲେ ମୃତକଙ୍କ ପରିବାର ଲୋକେ ପହଞ୍ଚି ନ ଥିବାରୁ ଶବଦ୍ୱୟକୁ ବ୍ୟବଚ୍ଛେଦ ଲାଗି ପଠାଯାଇ ପାରି ନାହିଁ। ଆଜି ସେମାନେ ପହଞ୍ଚିଲେ ଘଟଣା ଉପରୁ ପରଦା ହଟିବ ବୋଲି ଆଲୋଚନା ହେଉଛି।



from Odisha Reporter https://ift.tt/37Ys6Dd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages