ଦୋକାନ ଆଗରେ ମହିଳାଙ୍କ ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 19, 2020

ଦୋକାନ ଆଗରେ ମହିଳାଙ୍କ ମୃତଦେହ

ସମ୍ବଲପୁର (ଓଡ଼ିଶା ରିପୋର୍ଟର): ସମ୍ବଲପୁର ଜିଲ୍ଲା ଅଇଁଠାପାଲି ଥାନା ଅନ୍ତର୍ଗତ ବରେଇପାଲି ଅଞ୍ଚଳରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମହିଳାଜଣଙ୍କ ସ୍ଥାନୀୟ ଅଞ୍ଚଳରେ ଜଣେ ଜରିଗୋଟାଳି ଥିଲେ ବୋଲି ଜଣାଯାଇଛି । ତେବେ ତାଙ୍କ ପରିଚୟ ମିଳିପାରିନାହିଁ।

ଆଜି ସକାଳେ ମହିଳାଙ୍କ ମୃତଦେହ ଏକ ଦୋକାନ ଆଗରେ ପଡ଼ିଥିଲା। ତାଙ୍କ ମୁଣ୍ଡ ଉପରେ ବାଲି ବସ୍ତା ଲଦା ଯାଇଥିଲା। ସ୍ଥାନୀୟ ଲୋକେ  ଏହା ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।



from Odisha Reporter https://ift.tt/37aFJ2b

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages