ସିଏଏ, ଏନ୍‌ଆର୍‌ସି ଓ ଏନ୍‌ପିଆର ବିରୋଧରେ ସତ୍ୟାଗ୍ରହ   - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 26, 2020

ସିଏଏ, ଏନ୍‌ଆର୍‌ସି ଓ ଏନ୍‌ପିଆର ବିରୋଧରେ ସତ୍ୟାଗ୍ରହ  

ଭଦ୍ରକ (ପାର୍ଥ ସାରଥୀ ନାୟକ): ସିଏଏ, ଏନ୍‌ଆର୍‌ସି ଓ ଏନ୍‌ପିଆରକୁ ଭଦ୍ରକ ବିରୋଧ କରାଯାଇଛି। ଏସବୁକୁ ବିରୋଧ କରି ପୁରୁଣାବଜାର ସ୍ଥିତ ମଲ୍ଲିକ ମୈଦାନ ଠାରେ ଭଦ୍ରକ ମୁସଲିମ ଯୁଵକ ସଂଘ ପକ୍ଷରୁ ଆନ୍ଦୋଳନ ଆରମ୍ଭ କରାଯାଇଛି। ଗତକାଲି ୭୧ତମ ସାଧାରଣତନ୍ତ୍ର ଦିବସରେ ଏହି ଆନ୍ଦୋଳନ ଆରମ୍ଭ କରାଯାଇଛି। ଆଉ ସେମାନଙ୍କ ଏହି ଆନ୍ଦୋଳନକୁ ବିଭିନ୍ନ ସାମାଜିକ ଅନୁଷ୍ଠାନ ସମର୍ଥନ କରିଛନ୍ତି।

ଗତକାଲିଠାରୁ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡ଼ିଛି। ପରବର୍ତ୍ତୀ ପଦକ୍ଷେପ ସଂପର୍କରେ ଭୁବନେଶ୍ୱରରେ ହେବାକୁ ଥିବା ସମାବେଶରେ ନିଆଯିବ ବୋଲି ମୁସଲିମ ଯୁଵକ ସଂଘ ପକ୍ଷରୁ କୁହାଯାଇଛି।



from Odisha Reporter https://ift.tt/2tWnz5V

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages