ବୋଲେରୋରେ ଯାଉଥିଲେ ଏସ୍‌ପି, ଓଲଟି ପଡ଼ିଲା ଗାଡ଼ି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 21, 2020

ବୋଲେରୋରେ ଯାଉଥିଲେ ଏସ୍‌ପି, ଓଲଟି ପଡ଼ିଲା ଗାଡ଼ି

ସୋନପୁର (ରବୀନ୍ଦ୍ର ହୋତା): ସମ୍ବଲପୁର-ସୋନପୁର ରାସ୍ତାର ସିଣ୍ଢୋଲ ଢାବା ନିକଟରେ ସୁବର୍ଣ୍ଣପୁର ଏସ୍‌ପି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଏସ୍‌ପି ଦେବୀପ୍ରସାଦ ଦାଶଙ୍କ ସମେତ ତିନି ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳ ପ୍ରାୟ ୧୦ଟା ସମୟରେ ଏସ୍‌ପି ବୋଲେରୋରେ ସୋନପୁର ଆସୁଥିଲେ। ଏହି ସମୟରେ  ସିଣ୍ଢୋଲ ଢାବାଠାରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଏଥିରେ ଏସ୍‌ପିଙ୍କ  ସମେତ ତାଙ୍କ ଡ୍ରାଇଭର ଓ ଆଉ ଜଣେ ଆହତ ହୋଇଥିଲେ।



from Odisha Reporter https://ift.tt/2TKLPCz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages