ପାରଳା ମହାରାଜାଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 9, 2020

ପାରଳା ମହାରାଜାଙ୍କ ପରଲୋକ

ପାରଳାଖେମୁଣ୍ଡି(ଆଦର୍ଶ ଦାସ): ପାରଳାଖେମୁଣ୍ଡି ମହାରାଜା ଗୋପୀନାଥ ଗଜପତିଙ୍କ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଅସୁସ୍ଥତା ଯୋଗୁ ଦୀର୍ଘଦିନ ଧରି ସେ ଚିକିତ୍ସିତ ହେଉଥିଲେ।

ପୂର୍ବରୁ ମହାରାଜା ଗୋପୀନାଥ ଗଜପତି ସାଂସଦ ଥିଲେ।



from Odisha Reporter https://ift.tt/2tPj2Sb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages