ତାୱା ସେକା ଚିକେନ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 9, 2020

ତାୱା ସେକା ଚିକେନ୍‌

ଆବଶ୍ୟକ ସାମଗ୍ରୀ: ବୋନ୍‌ଲେସ୍‌ ଚିକେନ୍‌, ଚାଉଳ ବଟା, ପିଆଜ ବଟା, ଅଦା-ରସୁଣ ବଟା, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଲୁଣ ଓ ତେଲ।

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ବୋନ୍‌ଲେସ୍‌ ଚିକେନ୍‌କୁ ଭଲଭାବେ ଧୋଇ ତାକୁ କିମା ଭଳି କାଟି ଏକ ପାତ୍ରରେ ରଖନ୍ତୁ। ଏହାପରେ ସେଥିରେ ଅଳ୍ପ ଚାଉଳ ବଟା, ପିଆଜ ବଟା, ଅଦା-ରସୁଣ ବଟା, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଲୁଣ ଓ ତେଲ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏହାକୁ କିଛି ସମୟ ସେଇଭଳି ରଖିଦିଅନ୍ତୁ ରଖିଦିଅନ୍ତୁ।

କିଛି ସମୟ ପରେ ଏକ ତାୱାରେ ତେଲ ଗରମ କରି ସେଥିରେ ମାରିନେଟ୍‌ ହୋଇ ରହିଥିବା ଚିକେନ୍‌କୁ ପିଠା ଭଳି ପକାନ୍ତୁ। ସିଝିବା ପାଇଁ ଏହାକୁ ଘୋଡ଼ାଇ ଦିଅନ୍ତୁ। ତେବେ ଦୁଇ ତିନି ଚାରି ଥର ତାକୁ ଲେଉଟାନ୍ତୁ। ଚିକେନ୍‌ ସିଝିଗଲେ ତାୱାକୁ ଚୁଲିରୁ ଓହ୍ଲାଇ ଦିଅନ୍ତୁ। ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ‘ତାୱା ସେକା ଚିକେନ୍‌’।

 



from Odisha Reporter https://ift.tt/2FxTHz1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages