ମାର୍ଚ୍ଚ ୨୮ରୁ ଝାରସୁଗୁଡ଼ାରୁ ମୁମ୍ବାଇକୁ ଉଡ଼ିବ ବିମାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 29, 2020

ମାର୍ଚ୍ଚ ୨୮ରୁ ଝାରସୁଗୁଡ଼ାରୁ ମୁମ୍ବାଇକୁ ଉଡ଼ିବ ବିମାନ

ଝାରସୁଗୁଡ଼ା:  ଝାରସୁଗୁଡ଼ା ବିମାନବନ୍ଦରରୁ ମୁମ୍ବାଇକୁ ବିମାନ ସେବା ଆରମ୍ଭ ହେବ। ଆସନ୍ତା ମାର୍ଚ୍ଚ ୨୮ ତାରିଖରୁ  ଆରମ୍ଭ ହେବ ଏହି ସେବା  ।SpiceJet Boing 737  ବିମାନ ମାଧ୍ୟମରେ ଏହି ସେବା ଆରମ୍ଭ ହେବ।

ଏନେଇ ସୂଚନା ଦେଇଛନ୍ତି ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦର ନିର୍ଦ୍ଦେଶକ ସ୍ୱଦେଶ ଚୌହ୍ୱାନ। ଏହା ପୂର୍ବରୁ ଝାରସୁଗୁଡ଼ାରୁ SpiceJetର ବିମାନ ଦିଲ୍ଲୀ, କଲିକତା ଓ ହାଇଦ୍ରାବାଦକୁ ଚଳାଚଳ କରୁଛି। ସେହିପରି ଏଲାଏନ୍ସ ଏୟାରଲାଇନ୍ସର ବିମାନ ଭୁବନେଶ୍ୱର, ରାୟପୁର ଓ କଲିକତାକୁ ଚଳାଚଳ କରୁଛି।



from Odisha Reporter https://ift.tt/2OdFXya

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages