ହାତୀ ଭୟରେ ସ୍କୁଲ୍ ଛୁଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 23, 2020

ହାତୀ ଭୟରେ ସ୍କୁଲ୍ ଛୁଟି

ଯାଜପୁର( ଅଭୟ ପତି ); ହାତୀ ଭୟରେ ସ୍କୁଲ୍ ଛୁଟି ଘୋଷଣା କଲା ଯାଜପୁର ଜିଲ୍ଲା ପ୍ରଶାସନ । କୋରେଇ ଓ ବ୍ୟାସନଗର ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଥିବାରୁ ଆଜି ଏହି ଅଞ୍ଚଳର ସମସ୍ତ ପ୍ରାଇମେରୀ ଓ ହାଇସ୍କୁଲ୍ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ।

ଗତ ୪ ଦିନ ହେବ ପଛିକୋଟ ଜଙ୍ଗଲରୁ ଆସିଥିବା ହାତୀ ଆହତ ଅବସ୍ଥାରେ ବ୍ୟାସନଗର ଅଞ୍ଚଳକୁ ପଶି ଆସିଥିଲା । ୩ ଦିନ ପୂର୍ବେ ହାତୀଟି ଜଣଙ୍କୁ ମାରିଥିବା ବେଳେ ଗତକାଲି ଗୋଡ଼ିପାଟଣା ଓ ରାଧାପାଟଣା ଗାଁର ୨ ଜଣଙ୍କୁ ଦଳି ମାରିଛି ।  ହାତୀ ଆକ୍ରମଣରେ ବନ ବିଭାଗ କର୍ମଚାରୀଙ୍କ ସମେତ ୩ଜଣ ଗୁରୁତର ଆହତ ହୋଇଛନ୍ତି । ବନ ବିଭାଗ ପକ୍ଷରୁ ହାତୀ ଘଉଡ଼ାଇବାକୁ ଉଦ୍ୟମ ଜାରି ରହିଛି ।



from Odisha Reporter https://ift.tt/2tC9nyY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages