କେନ୍ଦ୍ରୀୟ ଅବକାରୀ ବିଭାଗ ଡେପୁଟି କମିଶନରଙ୍କ ଘରେ ସିବିଆଇ ରେଡ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 10, 2020

କେନ୍ଦ୍ରୀୟ ଅବକାରୀ ବିଭାଗ ଡେପୁଟି କମିଶନରଙ୍କ ଘରେ ସିବିଆଇ ରେଡ

ରାଉରକେଲା (ସତ୍ୟାନନ୍ଦ ମହାନ୍ତି):  କେନ୍ଦ୍ରୀୟ ଅବକାରୀ ବିଭାଗର ଡେପୁଟି କମିଶନର ଆସିକ ଜମାଲଙ୍କ ରାଉରକେଲାସ୍ଥିତ ଘର ଓ କାର୍ଯ୍ୟାଳୟରେ ଆଜି ସିବିଆଇ ଚଢ଼ଉ କରିଛି । ରାଉରକେଲା ସେକ୍ଟର ୬ରେ ଥିବା ସି-81 କ୍ୱାଟର୍ସରେ ଝାଡ଼ଖଣ୍ଡରୁ ଆସିଥିବା ସିବିଆଇ ଟିମ୍ ଚଢ଼ଉ କରି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ସୂଚନା ମିଳିଛି ।

କେଉଁ ମାମଲାରେ ଆସିକ ଜମାଲଙ୍କ ଘରେ ରେଡ୍ ଚାଲିଛି, ତାହା ସ୍ପଷ୍ଟ ହୋଇନାହିଁ । ତେବେ ମିଳିଥିବା ସୂଚନା ଅନୁଯାୟୀ,  ଝାଡ଼ଖଣ୍ଡର ଏକ ଦୁର୍ନୀତି ମାମଲାରେ ସିବିଆଇ ଏହି ପଦକ୍ଷେପ ନେଇଛି । ଆସିକ ଏହାପୂର୍ବରୁ ମହାରାଷ୍ଟ୍ରରେ କାର୍ଯ୍ୟରତ ଥିବା ବେଳେ ସେଠାରେ ତାଙ୍କ ବିରୋଧରେ କୌଣସି ମାମଲାରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା। ଏହାପରେ ଗତ ୬ ମାସ ହେବ ତାଙ୍କର ରାଉରକେଲାକୁ ବଦଳି ହୋଇଥିଲା।



from Odisha Reporter https://ift.tt/2R7dsCU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages