ପରିବା ବୋଝେଇ ଗାଡ଼ିକୁ ପିଟିଦେଲା ଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 29, 2020

ପରିବା ବୋଝେଇ ଗାଡ଼ିକୁ ପିଟିଦେଲା ଟ୍ରକ୍‌

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ନେଙ୍କଡାଘର ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଗତ ରାତିରେ ଦୁଇଟି ପରିବା ବୋଝେଇ ପିକ୍ଅପ୍ ଗାଡି ଖରାପ ହେବାରୁ ରାସ୍ତା କଡ଼ରେ ମରାମତି କରାଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

ଏହି ସମୟରେ ଏକ ଲୁହାପଥର ବୋଝେଇ ଟ୍ରକ ପିକ୍‌ଅପ୍‌କୁ ପଛରୁ ଧକ୍କା ଦେଇଥିଲା । ଫଳରେ ପିକ୍ଅପ୍ ମରାମତି କରୁଥିବା ୨ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ଗୁରୁତର ଜଣେ ବ୍ୟକ୍ତିଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ।



from Odisha Reporter https://ift.tt/2U8E3CM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages