ଛିଡ଼ା ହୋଇଥିଲେ ଅସ୍ଥାୟୀ ଦୋକାନୀ, ମାଡ଼ିଗଲା ଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 20, 2020

ଛିଡ଼ା ହୋଇଥିଲେ ଅସ୍ଥାୟୀ ଦୋକାନୀ, ମାଡ଼ିଗଲା ଟ୍ରକ୍‌

ସମ୍ବଲପୁର(ସଞ୍ଜୟ ଜେନା): ସମ୍ବଲପୁର ଶାସନ ଥାନା ପରମାଣପୁର ଧନୁଯାତ୍ରା ମୀନାବଜାରରେ ଘଟିଛି ଅଘଟଣ। ଆଜି ଭୋରରୁ ଭୋରରୁ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା କିଛି  ଅସ୍ଥାୟୀ ଦୋକାନ ଉପରେ ଏକ ଟ୍ରକ୍‌ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି।

ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୭ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ବୁର୍ଲା ମେଡିକାଲ ସ୍ଥାନାନ୍ତର କରିଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଖବର ପାଇ ଶାସନ ଥାନା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଟ୍ରକ୍‌ଟି ଅଟକ ରହିଥିବା ବେଳେ ଡ୍ରାଇଭରଙ୍କ ସମ୍ପର୍କରେ ସୂଚନା ମିଳିପାରି ନାହିଁ। ମୃତକମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି।



from Odisha Reporter https://ift.tt/2RwWNZA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages