ଠିକାଦାରଙ୍କ ମୋଟର ସାଇକେଲରେ ନିଆଁ ଲଗାଇଲେ ଦୁର୍ବୃତ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 12, 2020

ଠିକାଦାରଙ୍କ ମୋଟର ସାଇକେଲରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଲମତାପୁଟ(ଜଗତ ଜୀବନ କଚମି): କୋରାପୁଟ ଜିଲ୍ଲା ପାଡୁଆ ଥାନା ଅନ୍ତର୍ଗତ ବାଞ୍ଜିଲପୁଟ ଗାଁରେ ଦୁର୍ବୃତ୍ତମାନେ ଜଣେ ଠିକାଦାରଙ୍କ ଦୁଇଟି ବାଇକ୍‌ରେ ନିଆଁ ଲଗାଇ ଦେଇଛନ୍ତି। ତେବେ କିଏ ଓ କାହିଁକି ଠିକାଦାରଙ୍କ ଗାଡ଼ିରେ ନିଆଁ ଲଗାଇଲେ ତାହା ଜଣାପଡ଼ି ନାହିଁ।

ଗତକାଲି ବିଳମ୍ୱିତ ରାତିରେ ଏହି ଘଟଣା ଘଟିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/36JWSiW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages