ବ୍ରହ୍ମଗିରି ରେଞ୍ଜରେ ପକ୍ଷୀ ଗଣନା ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 7, 2020

ବ୍ରହ୍ମଗିରି ରେଞ୍ଜରେ ପକ୍ଷୀ ଗଣନା ଆରମ୍ଭ

ବ୍ରହ୍ମଗିରି (ଓଡ଼ିଶା ରିପୋର୍ଟର): ବ୍ରହ୍ମଗିରି ରେଞ୍ଜରେ ଆଜିଠାରୁ ପକ୍ଷୀ ଗଣନା ଆରମ୍ଭ ହୋଇଛି । ଏଥିରେ ବନ ବିଭାଗ, ପକ୍ଷୀ ବିଶେଷଜ୍ଞ ଓ ସ୍ଥାନୀୟ ସ୍ୱେଚ୍ଛାସେବୀଙ୍କୁ ନେଇ ଚାରୋଟି ଟିମ୍‌ ସାମିଲ ହୋଇଛନ୍ତି। ଗଣନା କାର୍ଯ୍ୟରେ ପ୍ରାୟ ୨୪ ଜଣଙ୍କୁ ନିୟୋଜିତ କରାଯାଇଛି। ପୂରା ରେଞ୍ଜକୁ ୪ ଭାଗରେ ବିଭକ୍ତ କରାଯାଇ ଗଣନା କାର୍ଯ୍ୟ ଜାରି ରହିଛି।

ଆହୁରି ପଢ଼ନ୍ତୁ-ହୀରାକୁଦ ଜଳଭଣ୍ଡାରରେ ପକ୍ଷୀ ଗଣନା ଆରମ୍ଭ



from Odisha Reporter https://ift.tt/2QTHbyV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages